୨ କରିନ୍ଥୀୟ 12:16 - ପବିତ୍ର ବାଇବଲ16 ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ୱରୂପ ହେବାକୁ ଗ୍ଭହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ୟା କହି ତୁମ୍ଭମାନଙ୍କୁ ଜାଲରେ ପକାଇବା ପାଇଁ ଚେଷ୍ଟା କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି ! Gade chapit laଓଡିଆ ବାଇବେଲ16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି ! Gade chapit laପବିତ୍ର ବାଇବଲ (CL) NT (BSI)16 ମୁଁ ତୁମ୍ଭମାନଙ୍କ ଉପରେ ଭାର ସ୍ୱରୂପ ହୋଇ ନାହିଁ। ଏ କଥା ତୁମ୍ଭେମାନେ ନିଶ୍ଚୟ ସ୍ୱୀକାର କରିବ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କହିପାରେ, ମୁଁ ଧୂର୍ତ୍ତ ହୋଇଥିବାରୁ ମିଥ୍ୟା କହି ତୁମ୍ଭମାନଙ୍କୁ ଫାନ୍ଦରେ ପକାଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି! Gade chapit la |
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।