Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:4 - ପବିତ୍ର ବାଇବଲ

4 ସେ ଏପରି ଶୁଣିବାକୁ ପାଇଲେ ଯାହା ସେ ବୁଝେଇ ପାରିଲେ ନାହିଁ। ସେ କିଛି ବିଷୟ ଶୁଣିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେଠାରେ ସେ କଥାରେ ନ କହି ପାରିବା ଓ ଉଚ୍ଚାରଣ କରି ନ ପାରିବା ଭଳି ବାଣୀ ଶୁଣିବାକୁ ପାଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।

Gade chapit la Kopi




୨ କରିନ୍ଥୀୟ 12:4
9 Referans Kwoze  

ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ ପ୍ରବେଶ କରିବ।”


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”


ମୁଁ ତାହାକୁ ବହୁ ଶାଖାବିଶିଷ୍ଟ କରି ତାକୁ ରମଣୀୟ କଲି। ଏଣୁ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ସକଳବୃକ୍ଷ ତାହାକୁ ଈର୍ଷା କଲେ।’”


ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।


ସେମାନେ ଦୁହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲି‌ପ୍‌ପଙ୍କୁ ନେଇଗଲେ। ନପୁଂସକ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। ସେ ଖୁସୀରେ ତାହାଙ୍କ ବାଟରେ ଗ୍ଭଲିଗଲେ।


ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷାରେ ବା ସ୍ୱର୍ଗଦୂତଙ୍କ ଭାଷାରେ କହିପାରେ, ମାତ୍ର ମୋ'ଠାରେ ପ୍ରେମ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।


ମୁଁ ଚଉଦ ବର୍ଷ ପୂର୍ବରୁ ଘଟି ଥିବା ଗୋଟିଏ ଘଟଣା କହୁଛି। ଜଣେ ଖ୍ରୀଷ୍ଟରେ ଥିବା ଲୋକକୁ ମୁଁ ଜାଣେ (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି) ଯାହାଙ୍କୁ ତୃତୀୟ ସ୍ୱର୍ଗକୁ ନିଆଗଲା।


ତା'ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହେବା। ଆମ୍ଭକୁ ମେଘମାଳା ଭିତରକୁ ନିଆଯିବ ଓ ସେଠାରେ ବାୟୁମଣ୍ଡଳରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।


ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।


Swiv nou:

Piblisite


Piblisite