୨ କରିନ୍ଥୀୟ 12:7 - ପବିତ୍ର ବାଇବଲ7 ମୋତେ ଦିଆଯାଇଥିବା ଆଶ୍ଚର୍ଯ୍ୟଜନକ ପ୍ରତ୍ୟାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ୟଧିକ ଗର୍ବ କରିବି, ସେଥିପାଇଁ ମୋତେ ଶରୀରରେ ଯନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ୱରୂପେ ଏହା ମୋତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମୋତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋତେ ପ୍ରହାର କରିବା ପାଇଁ ମୋହର ଶରୀରରେ ଶୟତାନର ଦୂତ ସ୍ଵରୂପ ଗୋଟିଏ କଣ୍ଟକ ଦିଆଗଲା, ହଁ, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ତାହା ଦିଆଗଲା। Gade chapit laଓଡିଆ ବାଇବେଲ7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ । Gade chapit laପବିତ୍ର ବାଇବଲ (CL) NT (BSI)7 ଏହି ଅନନ୍ୟ ସାଧାରଣ ପ୍ରତ୍ୟାଦେଶ ଲାଭ କରି ମୁଁ ଯେପରି ଅହଂକାରୀ ହୋଇ ନ ପଡ଼େ, ଏଥିପାଇଁ ମୋ’ ଶରୀରରେ ଏକ ଯନ୍ତ୍ରଣାଦାୟକ ବ୍ୟାଧି ଦିଅ।।ଯାଇଛି, ଏହା ମୋତେ ଗର୍ବିତ ନ ହେବା ପାଇଁ ଶୟତାନର ଦୂତ ଭଳି କାର୍ଯ୍ୟ କରିଥାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ। Gade chapit la |
ଥରେ ବାବିଲୀୟ ନେତାମାନେ ହିଜକିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ସେହି ବାର୍ତ୍ତାବାହକମାନେ ଦେଶ ମଧ୍ୟରେ ଘଟିଥିବା ଏକ ଅଦ୍ଭୂତ ଚିହ୍ନ ସମ୍ବନ୍ଧରେ ପଗ୍ଭରିଲେ। ଯେତେବେଳେ ସେମାନେ ଆସିଲେ ସେତେବେଳେ ହିଜକିୟଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିୟଙ୍କ ହୃଦୟରେ ଯାହାକିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ୱର ହିଜକିୟଙ୍କୁ ଏକାକୀ ଛାଡ଼ିଗଲେ।