୨ କରିନ୍ଥୀୟ 12:8 - ପବିତ୍ର ବାଇବଲ8 ମୁଁ ପ୍ରଭୁଙ୍କୁ ତିନିଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମୋ'ଠାରୁ ଦୂରେଇ ନିଅନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। Gade chapit laଓଡିଆ ବାଇବେଲ8 ଯେପରି ତାହା ମୋ'ଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି । Gade chapit laପବିତ୍ର ବାଇବଲ (CL) NT (BSI)8 ଏଥିରୁ ନିଷ୍କୃତି ପାଇବାକୁ ମୁଁ ପ୍ରଭୁଙ୍କ ନିକଟରେ ତିନି ଥର ପ୍ରର୍ଥନା ନିବେଦନ କରିଛି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। Gade chapit la |
ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ।