Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:12 - ପବିତ୍ର ବାଇବଲ

12 ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ସ୍ୱାଗତ ଜଣାଅ। ପରମେଶ୍ୱରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର। ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପବିତ୍ର ଚୁମ୍ବନରେ ପରସ୍ପରକୁ ଅଭିନନ୍ଦନ ଜଣାଅ। ପୁଣ୍ୟାତ୍ମାମାନେ ତୁମ୍ଭମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।

Gade chapit la Kopi




୨ କରିନ୍ଥୀୟ 13:12
5 Referans Kwoze  

ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।


ଯେତେବେଳେ ଦେଖା ସାକ୍ଷାତ ହେଉଛି, ପରସ୍ପରକୁ ପ୍ରେମ ଚୁମ୍ବନ ଦ୍ୱାରା ନମସ୍କାର କର। ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭ ସମସ୍ତଙ୍କୁ ଶାନ୍ତି ମିଳୁ। ଆମେନ୍।


ଏକତ୍ରିତ ହେଲାବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।


ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତେବେଳେ ତୁମ୍ଭେମାନେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦେଇ ଅଭିବାଦନ ଜଣାଅ।


ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?


Swiv nou:

Piblisite


Piblisite