Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:13 - ପବିତ୍ର ବାଇବଲ

13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ୱରଙ୍କ ପ୍ରେମ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ଵରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ଓଡିଆ ବାଇବେଲ

13 ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ୱରଙ୍କ ପ୍ରେମ ଓ ପବିତ୍ରଆତ୍ମାଙ୍କ ସାହଚର୍ଯ୍ୟ ତୁମ ସମସ୍ତଙ୍କ ସହିତ ରହନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi




୨ କରିନ୍ଥୀୟ 13:13
9 Referans Kwoze  

ମୋର ତୁମ୍ଭ ସହିତ ଶୀଘ୍ର ଦେଖା ହେବ ବୋଲି ଆଶା କରୁଛି। ସେତେବେଳେ ଆମ୍ଭେ ଏକାଠି ହୋଇ କଥା ହେବା।


ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସେମାନଙ୍କର ନମସ୍କାର ଜଣାଇଛନ୍ତି।


ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସେମାନେ ମଧ୍ୟ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମୋ’ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।


ସେଠାରେ ତୁମ୍ଭମାନଙ୍କର ସବୁ ପ୍ରାଚୀନ ନେତାମାନଙ୍କୁ ଓ ପରମେଶ୍ୱରଙ୍କ ଲୋକମାନଙ୍କୁ ଆମର ନମସ୍କାର ଜଣାଇବ। ଇତାଲିଆ ଦେଶର ସମସ୍ତ ପରମେଶ୍ୱରଙ୍କ ଲୋକମାନଙ୍କର ତୁମ୍ଭମାନଙ୍କୁ ନମସ୍କାର।


ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।


ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?


Swiv nou:

Piblisite


Piblisite