୨ କରିନ୍ଥୀୟ 2:10 - ପବିତ୍ର ବାଇବଲ10 ତୁମ୍ଭେମାନେ ଯଦି କାହାକୁ କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରି ଥାଏ, ତାହା ମୁଁ ତୁମ୍ଭମାନଙ୍କ ପାଇଁ ଯୀଶୁ ଖ୍ରୀଷ୍ଟଙ୍କ ଉପସ୍ଥିତିରେ କ୍ଷମା କରିଛି। Gade chapit laପବିତ୍ର ବାଇବଲ (Re-edited) - (BSI)10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି, Gade chapit laଓଡିଆ ବାଇବେଲ10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି, Gade chapit laପବିତ୍ର ବାଇବଲ (CL) NT (BSI)10 ଯଦି ତୁମ୍ଭେମାନେ କାହାକୁ କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରିବି। ମୁଁ ଯଦି କୌଣସି ବିଷୟରେ କାହାକୁ କ୍ଷମା କରିଥାଏ, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ଯୋଗୁଁ କରିଥାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି, Gade chapit la |