୨ କରିନ୍ଥୀୟ 2:11 - ପବିତ୍ର ବାଇବଲ11 ଏପରି କରିବା ଉଦ୍ଦେଶ୍ୟ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟରେ ଅତି ଭଲ ଭାବରେ ଜାଣୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗ-ପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାʼର ସମସ୍ତ କଳ୍ପନା ସମ୍ଵନ୍ଧରେ ଅଜ୍ଞ ନୋହୁ। Gade chapit laଓଡିଆ ବାଇବେଲ11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ । କାରଣ ଆମ୍ଭେମାନେ ତା'ର ସମସ୍ତ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁ । Gade chapit laପବିତ୍ର ବାଇବଲ (CL) NT (BSI)11 ତେଣୁ ଶୟତାନ ଆମ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବାକୁ ସୁଯୋଗ ପାଏ ନାହିଁ; ତା’ର ସମସ୍ତ ଦୁରଭିସନ୍ଧି ଆମେ ଜାଣୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ। Gade chapit la |
ତା'ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ଆମ୍ଭ ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହାନ୍ତି। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି। ସେ ପରମେଶ୍ୱରଙ୍କୁ କେବଳ ଉପାସନା କରେ ଓ ମନ୍ଦକାର୍ଯ୍ୟ କରିବାକୁ ବାରଣ କରେ। ସେ ଏବେ ମଧ୍ୟ ନିର୍ଦ୍ଦୋଷ, ଯଦିଓ ତୁମ୍ଭେ ବିନା କାରଣରେ ତା'ର ସମସ୍ତ ବସ୍ତୁକୁ ନଷ୍ଟ କରିବା ପାଇଁ ମୋତେ ପ୍ରବର୍ତ୍ତାଇଥିଲ।”