Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:13 - ପବିତ୍ର ବାଇବଲ

13 ସେଠାରେ ମୋ’ ଭାଇ ତୀତସକୁ ନ ପାଇ ମୁଁ ମୋ’ ମନରେ ଶାନ୍ତି ହରାଇଲି। ସେଥିପାଇଁ ସେମାନଙ୍କଠାରୁ ବିଦାୟ ନେଇ ମୁଁ ମାକିଦନିଆକୁ ଗଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।

Gade chapit la Kopi

ଓଡିଆ ବାଇବେଲ

13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ଭାଇ ତୀତସଙ୍କୁ ସେଠାରେ ନ ଦେଖି ମୁଁ ବ୍ୟସ୍ତ ହୋଇ ପଡ଼ିଲି। ତେଣୁ ସେଠାରେ ଲୋକମାନଙ୍କଠାରୁ ବିଦାୟ ନେଇମୁଁ ମାସିଦୋନିଆକୁ ଚାଲିଗଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।

Gade chapit la Kopi




୨ କରିନ୍ଥୀୟ 2:13
16 Referans Kwoze  

ମୁଁ ତୀତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତୀତସ କ’ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି? ନା! ତୁମ୍ଭେମାନେ ଜାଣ ଯେ ତୀତସ ଓ ମୁଁ ଦୁହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହରେ କାମ କରିଛୁ। ସେହି ପବିତ୍ରଆତ୍ମାର ପ୍ରେରଣରେ ଆମ୍ଭେ ଦୁହେଁ କାମ କରିଥିଲୁ।


ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି। ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।


ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମୋତେ ଛାଡ଼ି ଗ୍ଭଲିଗଲେ। ସେ ଥେସଲନୀକୀକୁ ଯାଇଛନ୍ତି। କ୍ରେସ୍‌କେ‌ନ୍‌ସ୍ ଗାଲାତୀଆକୁ, ତୀତସ୍ ଦଲ୍ମତିଆକୁ ଯାଇଛନ୍ତି।


ତୀତସ ମୋ’ ସହିତ ଥିଲେ। ସେ ଜଣେ ଅଣଯିହୂଦୀ ଲୋକ ଥିଲେ। କିନ୍ତୁ ଏହି ଲୋକମାନେ ତୀତସଙ୍କୁ ମଧ୍ୟ ସୁନ୍ନତ ହେବା ପାଇଁ ବାଧ୍ୟ କଲେ ନାହିଁ।


ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣ‌ବ୍‌‌‌‌ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି।


ତୀତସଙ୍କ ସମ୍ବନ୍ଧରେ ଏହା କୁହେ ଯେ, ସେ ମୋର ସହକର୍ମୀ ଓ ସେ ମୋ’ ସହିତ କାର୍ଯ୍ୟ କରି ତୁମ୍ଭମାନଙ୍କୁ ସାହାଯ୍ୟ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟରେ ଏହା କ ହେ ଯେ, ସେମାନେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ୱରୂପ।


ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି ଯେ ତୀତସଙ୍କ ମନରେ ମୋ’ ଭଳି ତୁମ୍ଭମାନଙ୍କ ପ୍ରତି ପ୍ରେମ ଭାବ ରହିଛି।


ପରମେଶ୍ୱର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ଯ୍ୟକୁ ଯେପରି ଆରମ୍ଭ କରିଥିଲେ, ସେହିପରି ଏହି ବିଶେଷ ଅନୁଗ୍ରହର କାର୍ଯ୍ୟକୁ ସମାପ୍ତ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ ମଧ୍ୟ କରନ୍ତୁ।


ଏହି କାରଣରୁ ଆମ୍ଭେ ଆଶ୍ୱସ୍ତ ଥିଲୁ। ତୁମ୍ଭେମାନେ ତୀତସଙ୍କ ପ୍ରତି ଉତ୍ତମ ବ୍ୟବହାର ଦେଖାଇ ଥିବାରୁ ତୀତସ ଖୁସୀ ଥିଲେ, ସେଥିପାଇଁ ଆମ୍ଭେମାନେ ମଧ୍ୟ ଅଧିକ ଆନନ୍ଦିତ ହେଲୁ।


ଯୀଶୁ ଲୋକମାନଙ୍କୁ ବିଦାୟ ଦେବା ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ୟରେ ପାହାଡ଼ ଉପରକୁ ଗଲେ।


ଯିରୁଶାଲମଠାରେ ଥିବା ପରମେଶ୍ୱରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସେମାନେ ସେମାନଙ୍କର ସହାୟ ହୋଇପାରିବେ।


ତୁମ୍ଭମାନଙ୍କ ବିଷୟରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରତ୍ୟେକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ୟ ବୋଲି ତୁମ୍ଭେମାନେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ତୀତସଙ୍କଠାରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ୟ ସତ୍ୟ।


ପରଦିନ ପ୍ରଭାତରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହୋଇ ପହଞ୍ଚିଲେ।


ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନେଇ ଜାହାଜରେ ଚଢ଼ିଲୁ। ଶିଷ୍ୟମାନେ ନିଜ ନିଜ ଘରକୁ ଫେରିଗଲେ।


Swiv nou:

Piblisite


Piblisite