୨ କରିନ୍ଥୀୟ 2:9 - ପବିତ୍ର ବାଇବଲ9 ତୁମ୍ଭେମାନେ ମୋର ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି। Gade chapit laଓଡିଆ ବାଇବେଲ9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି । Gade chapit laପବିତ୍ର ବାଇବଲ (CL) NT (BSI)9 ତୁମ୍ଭେମାନେ ସବୁବେଳେ ମୋର ନିର୍ଦ୍ଧେଶ ପାଳନ କରିବାକୁ ପ୍ରସ୍ତୁତ କି ନୁହଁ, ଜଣିବା ପାଇଁ ମୁଁ ଉପରୋକ୍ତ ସେହି ପତ୍ର ଲେଖିଥିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି। Gade chapit la |
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।