୨ କରିନ୍ଥୀୟ 5:8 - ପବିତ୍ର ବାଇବଲ8 ଆମ୍ଭେମାନେ ଏହି ଶରୀରରୁ ଦୂରକୁ ଯିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହେବାକୁ ଅଧିକ ପସନ୍ଦ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ। Gade chapit laଓଡିଆ ବାଇବେଲ8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ । Gade chapit laପବିତ୍ର ବାଇବଲ (CL) NT (BSI)8 ତେଣୁ ଆମେ ସାହସିକ, ପୁଣି ଏହି ଶରୀର ପରିତ୍ୟାଗ କରି ପ୍ରଭୁଙ୍କ ସହିତ ବାସ କରିବା ପାଇଁ ଆମେ ଅଧିକ ଉତ୍ସୁକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ। Gade chapit la |