୨ କରିନ୍ଥୀୟ 5:9 - ପବିତ୍ର ବାଇବଲ9 ଆମର ଏକମାତ୍ର ଉଦ୍ଦେଶ୍ୟ ପରମେଶ୍ୱରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠାରେ ବାହ୍ୟିକ ଶରୀର ଧାରଣ କରି ରହୁ ବା ସେଠାରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଗ୍ଭହୁଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା। Gade chapit laଓଡିଆ ବାଇବେଲ9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା । Gade chapit laପବିତ୍ର ବାଇବଲ (CL) NT (BSI)9 ସେଥିପାଇଁ ଏଠରେ ସ୍ୱଗୃହରେ ଥଉ କିମ୍ବା ପ୍ରବାସରେ ଥାଉ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ହିଁ ଆମର ଏକାନ୍ତ ଇଚ୍ଛା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା। Gade chapit la |
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।