Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:2 - ପବିତ୍ର ବାଇବଲ

2 ପରମେଶ୍ୱର କହିଛନ୍ତି: “ମୁଁ ଉଚିତ୍ ସମୟରେ ତୁମ୍ଭ କଥା ଶୁଣିଲି ଓ ପରିତ୍ରାଣ ଦିନରେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆସିଲି।” ମୁଁ ତୁମ୍ଭକୁ କହୁଛି, ଦେଖ, ଏହା ହେଉଛି “ଉଚିତ୍ ସମୟ।” ଏହା “ପରିତ୍ରାଣର ଦିନ” ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।

Gade chapit la Kopi

ଓଡିଆ ବାଇବେଲ

2 କାରଣ ସେ କହନ୍ତି, "ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।'' ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।

Gade chapit la Kopi




୨ କରିନ୍ଥୀୟ 6:2
10 Referans Kwoze  

ସଦାପ୍ରଭୁ କୁହନ୍ତି, “ଆମ୍ଭେ ଯେଉଁ ସମୟରେ ଦୟା ଦେଖାଇବା କଥା ସେହି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ୱରୂପ ନିଯୁକ୍ତ କରିବା।


ଏହି ଦିନଟି ବିଷୟରେ ପରମେଶ୍ୱର ବହୁତ ଦିନ ପରେ ଦାଉଦଙ୍କ ମାଧ୍ୟମରେ କହିଛନ୍ତି। ସେହି ଶାସ୍ତ୍ରରେ ଆମ୍ଭେ ପୂର୍ବରୁ କହିଛୁ: “ଯଦି ତୁମ୍ଭେମାନେ ‘ଆଜି’ ପରମେଶ୍ୱରଙ୍କ ବାଣୀ ଶୁଣିଛ, ତାହାହେଲେ ପୂର୍ବପରି ଆପଣା ହୃଦୟ କଠିନ ନ କର।”


କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର।


କେତେବେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ୱର ଦୁଷ୍ଟାଗ୍ଭରୀଙ୍କ ଉପରେ ପ୍ରତିଶୋଧ ନେବେ ଓ ଶୋକାର୍ତ୍ତମାନଙ୍କୁ ସାନ୍ତ୍ୱନା କରିବେ। ସେ ସବୁ ପ୍ରଗ୍ଭର କରିବାକୁ ପରମେଶ୍ୱର ମୋତେ ପ୍ରେରଣ କରିଛନ୍ତି।


ଅତଏବ ପବିତ୍ରଆତ୍ମା କୁହନ୍ତି: “ଯଦି ତୁମ୍ଭେମାନେ “ଆଜି’ ପରମେଶ୍ୱରଙ୍କ ବାକ୍ୟ ଶୁଣ,


ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।”


ଏବଂ ମୁଁ ଯେତେବେଳେ ତୁମ୍ଭକୁ ଅନାଇଲି, ସେତେବେଳେ ଦେଖିଲି ତୁମ୍ଭେ ପ୍ରେମ କରିବା ପାଇଁ ରାଜି ହୋଇଯାଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପରେ ମୋର ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲି ଏବଂ ତୁମ୍ଭେ ମୋର ହେଲ।’” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି


ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମୋତେ ଗ୍ରହଣ କରିନିଅ। ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।


ଲୋକମାନେ କହିଲେ, “ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଛନ୍ତି।”


Swiv nou:

Piblisite


Piblisite