୨ କରିନ୍ଥୀୟ 6:3 - ପବିତ୍ର ବାଇବଲ3 ଆମ୍ଭ କାମରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଛା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, Gade chapit laଓଡିଆ ବାଇବେଲ3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, Gade chapit laପବିତ୍ର ବାଇବଲ (CL) NT (BSI)3 ଯେଉଁ ସେବକତ୍ୱ ଆମେ ଗ୍ରହଣ କରିଛୁ, ତା’ର ଅପବାଦ ଯେପରି ନ ହୁଏ, ସେଥିପାଇଁ ଆମେ କାହାରି କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ନ କରିବାକୁ ଚେଷ୍ଟା କରୁଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, Gade chapit la |