୨ କରିନ୍ଥୀୟ 7:1 - ପବିତ୍ର ବାଇବଲ1 ଅତଏବ, ଆସ ପରମେଶ୍ୱରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନଯାପନ ପ୍ରଣାଳୀରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରତ୍ୟେକ ବିଷୟକୁ ଦୂର କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞା ପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି ଈଶ୍ଵରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ। Gade chapit laଓଡିଆ ବାଇବେଲ1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ । Gade chapit laପବିତ୍ର ବାଇବଲ (CL) NT (BSI)1 ବନ୍ଧୁଗଣ, ଏହିସବୁ ପ୍ରତିଶ୍ରୁତି ଆମ୍ଭେମାନେ ଈଶ୍ୱରଙ୍କଠାରୁ ପାିଛୁ। ତେଣୁ ଆସ, ଶରୀର ଆତ୍ମାକୁ ଅଶୁଚି କରୁଥିବା ସବୁ ବିଷୟରୁ ନିଜ ନିଜର ପରିଷ୍ମୃତି କରିବା। ପୁଣି ଈଶ୍ୱରଙ୍କୁ ଭୟ କରି ସମ୍ପୂର୍ଣ୍ଣ ପବିତ୍ରଭାବେ ବାସ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ। Gade chapit la |
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।