୨ କରିନ୍ଥୀୟ 8:23 - ପବିତ୍ର ବାଇବଲ23 ତୀତସଙ୍କ ସମ୍ବନ୍ଧରେ ଏହା କୁହେ ଯେ, ସେ ମୋର ସହକର୍ମୀ ଓ ସେ ମୋ’ ସହିତ କାର୍ଯ୍ୟ କରି ତୁମ୍ଭମାନଙ୍କୁ ସାହାଯ୍ୟ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟରେ ଏହା କ ହେ ଯେ, ସେମାନେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ୱରୂପ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ଵନ୍ଧରେ ପଚାରେ, ସେମାନେ ମଣ୍ତଳୀସମୂହ ଦ୍ଵାରା ପ୍ରେରିତ, ପୁଣି ଖ୍ରୀଷ୍ଟଙ୍କ ଗୌରବ ସ୍ଵରୂପ। Gade chapit laଓଡିଆ ବାଇବେଲ23 ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ । Gade chapit laପବିତ୍ର ବାଇବଲ (CL) NT (BSI)23 ତିତସଙ୍କ ପରିଚୟ ଏହି: ସେ ମୋର ସହଯୋଗୀ ଓ ତୁମ୍ଭମାନଙ୍କୁ ସାହାଯ୍ୟ କରିବାରେ ମୋର ସହକର୍ମୀ। ପୁଣି ତାଙ୍କ ସହିତ ଯାଉଥିବା ଅନ୍ୟ ବିଶ୍ୱାସୀ ଭାଇମାନଙ୍କର ପରିଚୟ: ସେମାନେ ମଣ୍ଡଳୀ ସମୂହର ପ୍ରତିନିଧି ଓ ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀ-ସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ। Gade chapit la |
ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲିପ୍ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।