Biblia Todo Logo
Bib sou entènèt

- Piblisite -




୨ ଯୋହନ 1:11 - ପବିତ୍ର ବାଇବଲ

11 ତୁମ୍ଭେ ତାହାକୁ ଯଦି ଗ୍ରହଣ କର, ତେବେ ତାହାକୁ ମନ୍ଦକର୍ମ କରିବାରେ ସାହାଯ୍ୟ କରୁଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଯେକେହି ତାହାକୁ ସମ୍ଵର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯେ କେହି ତା’ର ଶାନ୍ତି କାମନା କରେ, ସେ ତା’ର ଦୁଷ୍କର୍ମରେ ଅଂହଶୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।

Gade chapit la Kopi




୨ ଯୋହନ 1:11
6 Referans Kwoze  

ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।


ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।


ତା'ପରେ ମୁଁ ସ୍ୱର୍ଗରୁ ଆଉ ଏକ ସ୍ୱର ଶୁଣିଲି “ହେ ମୋର ଲୋକମାନେ, ତୁମ୍ଭେମାନେ ସେହି ନଗରରୁ ବାହାରି ଆସ, ତୁମ୍ଭେମାନେ ବାହାରି ଆସିଲେ, ତା'ର ପାପରେ ଭାଗୀଦାର ହେବ ନାହିଁ ଓ ତାହାର କ୍ଳେଶର ସହଭାଗୀ ହେବ ନାହିଁ।


ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା'ସହ ଦୌଡ଼ିଯାଇ ମିଶିଯାଅ। ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।


ଯେ କେବଳ କ୍ଷୀର ଖାଇ ବଞ୍ଚେ, ସେ ଶିଶୁପରି। ସେ ବ୍ୟକ୍ତି ଉଚିତ୍ ଶିକ୍ଷା କ’ଣ ତାହା ଜାଣି ନାହିଁ। ସେମାନେ ଭଲ ଓ ମନ୍ଦର ପାର୍ଥକ୍ୟ ନିରୂପଣ କରିବା ପାଇଁ ଆତ୍ମିକ ଶିକ୍ଷା ଗୁଡ଼ିକ ଲାଭ କରିଛନ୍ତି।


ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସେହି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦେଖାଇବା ବେଳେ ସାବଧାନରେ ରୁହ। ପାପରେ କଳଙ୍କିତ ହୋଇଥିବା ସେମାନଙ୍କର ଲୁଗାପଟାକୁ ମଧ୍ୟ ଘୃଣା କର।


Swiv nou:

Piblisite


Piblisite