୨ ଯୋହନ 1:12 - ପବିତ୍ର ବାଇବଲ12 ମୋର ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମରେ ତାହା ଲେଖୁ ନାହିଁ। ତାହା ବଦଳରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତେବେ ଆମ୍ଭେ ମୁହାଁମୁହିଁ ହୋଇ କଥାବାର୍ତ୍ତା ହୋଇପାରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ। Gade chapit laଓଡିଆ ବାଇବେଲ12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ । Gade chapit laପବିତ୍ର ବାଇବଲ (CL) NT (BSI)12 ମୋର ତୁମ୍ଭମାନଙ୍କୁ ଅନେକ କଥା କହିବାର ଅଛି- କିନ୍ତୁ କାଗଜ ଓ କାଳିରେ ସେ ସବୁ ଏବେ ମୁଁ କହିବାକୁ ଚାହେଁ ନାହିଁ। ତୁମ୍ଭମାନଙ୍କ ନିକଟକୁ ଆସି ବ୍ୟକ୍ତିଗତ ଭାବରେ କଥାବାର୍ତ୍ତା ହେବାର ଆଶା ମୁଁ ରଖିଛି। ତାହା କରି ପାରିଲେ, ଆମେ ସମ୍ପୁର୍ଣ୍ଣ ସୁଖୀ ହେବା।। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ। Gade chapit la |
ମୁଁ ସେଠାରୁ ଆସିଲେ, ଦିୟତ୍ରିଫାର କାର୍ଯ୍ୟ ବିଷୟରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟରେ ମିଥ୍ୟା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସେବା କରୁଥିବା ଭାଇମାନଙ୍କୁ ମଧ୍ୟ ସାହାଯ୍ୟ କରୁ ନାହିଁ। ଯେଉଁମାନେ ସେହି ଭାଇମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ମଧ୍ୟ ସେ ମନା କରୁଛି। ସେ ସେମାନଙ୍କୁ ମଣ୍ଡଳୀରୁ ବାହାର କରିଦିଏ।