2 ରାଜାବଳୀ 1:11 - ପବିତ୍ର ବାଇବଲ11 ପୁନର୍ବାର ଅହସିୟ ଆଉ ଜଣେ ଅଧିନାୟକ ଓ ପଗ୍ଭଶ୍ ଲୋକଙ୍କୁ ଏଲିୟ ନିକଟକୁ ପଠାଇଲେ। ସେ ଅଧିନାୟକ ଏଲିୟଙ୍କୁ ପୂର୍ବପରି କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା ତୁମ୍ଭକୁ ଗ୍ଭହାନ୍ତି, ‘ଦୟାକରି ତଳକୁ ଆସ।’” Gade chapit laପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ରାଜା ପୁନର୍ବାର ତାଙ୍କ ନିକଟକୁ ଆଉ ଏକ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ସେ ତାଙ୍କୁ କହିଲେ, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ। Gade chapit laଓଡିଆ ବାଇବେଲ11 ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’” Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।