2 ରାଜାବଳୀ 1:2 - ପବିତ୍ର ବାଇବଲ2 ଏକଦା ଅହସିୟ ତାଙ୍କର ଶମରିୟାସ୍ଥିତ ଗୃହର ଛାତ ଉପରୁ ଝରକା ଦେଇ ପଡ଼ି ଆହତ ହେଲେ। ସେ ସଙ୍ଗେ ସଙ୍ଗେ ଦୂତମାନଙ୍କୁ ଆଦେଶ ଦେଲେ, “ଯାଅ, ମୁଁ ଏହି ଆଘାତରୁ ଆରୋଗ୍ୟ ଲାଭ କରିବି କି ନାହିଁ, ଏହା ଇକ୍ରୋଣର ଯାଜକ ବାଲ୍-ସବୂବଙ୍କୁ ଅନୁସନ୍ଧାନ କରି ପଗ୍ଭର।” Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ଅହସୀୟ ଶମରୀୟାସ୍ଥିତ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର। Gade chapit laଓଡିଆ ବାଇବେଲ2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।” Gade chapit la |
ତହୁଁ ବାର୍ତ୍ତାବହମାନେ ଅହସିୟଙ୍କୁ କହିଲେ, “ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫେରିଯାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, ‘ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତେବେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶଯ୍ୟାରୁ ଉଠିବ ନାହିଁ, ସେହିଠାରେ ମରିବ।’”
ଆମ୍ଭେ ଶଲୋମନର ରାଜ୍ୟ କାଢ଼ି ନେବାର କାରଣ ହେଉଛି, ସେ ଆମ୍ଭର ପଶ୍ଚାଦ୍ଗାମୀ ହେଲା ନାହିଁ। ସେ ମୋତେ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବତା, ମୋୟାବର କମୋଶ୍ ଦେବତାକୁ ଓ ଅମ୍ମୋନୀୟମାନଙ୍କର ମିଲ୍କମ୍ ଦେବତାକୁ ପ୍ରଣାମ କରିଅଛି। ମୋ’ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମୋର ନିର୍ଦ୍ଦେଶ ଓ ନିୟମ ଆଜ୍ଞା ମାନିଲା ନାହିଁ।