Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 1:6 - ପବିତ୍ର ବାଇବଲ

6 ତହୁଁ ବାର୍ତ୍ତାବହମାନେ ଅହସିୟଙ୍କୁ କହିଲେ, “ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫେରିଯାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, ‘ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତେବେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶଯ୍ୟାରୁ ଉଠିବ ନାହିଁ, ସେହିଠାରେ ମରିବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ସେମାନେ ତାଙ୍କୁ କହିଲେ, ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”

Gade chapit la Kopi




2 ରାଜାବଳୀ 1:6
7 Referans Kwoze  

କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି। ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ। ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।


ଓବଦିୟ ପଥ ମଧ୍ୟରେ ଯାଉ ଯାଉ ଏଲିୟଙ୍କୁ ଭେଟିଲେ। ସେ ସଙ୍ଗେ ସଙ୍ଗେ ଏଲିୟଙ୍କୁ ଚିହ୍ନିଲେ ଓ ମୁଣ୍ତ ନୁଆଁଇ ପ୍ରଣାମ କରି କହିଲେ, “ତୁମ୍ଭେ କ’ଣ ମୋର ମହାଶୟ ଏଲିୟ?”


ବାର୍ତ୍ତାବହମାନେ ଅହସିୟଙ୍କ ନିକଟକୁ ଫେରି ଆସନ୍ତେ, ଅହସିୟ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହିଁକି ଶୀଘ୍ର ଫେରି ଆସିଲ?”


ଅହସିୟ ବାର୍ତ୍ତାବହମାନଙ୍କୁ ପଗ୍ଭରିଲେ, “ଯେଉଁ ଲୋକ ତୁମ୍ଭଙ୍କୁ ସାକ୍ଷାତ କରି ଆସି ଏହିସବୁ କହିଲା, ସେ ଜଣେ କି ପ୍ରକାର ଲୋକ?”


Swiv nou:

Piblisite


Piblisite