2 ରାଜାବଳୀ 1:7 - ପବିତ୍ର ବାଇବଲ7 ଅହସିୟ ବାର୍ତ୍ତାବହମାନଙ୍କୁ ପଗ୍ଭରିଲେ, “ଯେଉଁ ଲୋକ ତୁମ୍ଭଙ୍କୁ ସାକ୍ଷାତ କରି ଆସି ଏହିସବୁ କହିଲା, ସେ ଜଣେ କି ପ୍ରକାର ଲୋକ?” Gade chapit laପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସେ ସେମାନଙ୍କୁ ପଚାରିଲେ, ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କିପ୍ରକାର ଲୋକ? Gade chapit laଓଡିଆ ବାଇବେଲ7 ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କିପ୍ରକାର ଲୋକ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?” Gade chapit la |
ତହୁଁ ବାର୍ତ୍ତାବହମାନେ ଅହସିୟଙ୍କୁ କହିଲେ, “ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫେରିଯାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, ‘ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତେବେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶଯ୍ୟାରୁ ଉଠିବ ନାହିଁ, ସେହିଠାରେ ମରିବ।’”