2 ରାଜାବଳୀ 1:8 - ପବିତ୍ର ବାଇବଲ8 ବାର୍ତ୍ତାବହମାନେ ଅହସିୟଙ୍କୁ ଉତ୍ତର କଲେ, “ସେ ଲୋକଟି ଲୋମଶ ବସ୍ତ୍ର ପରିଧାନ କରିଥିଲା ଓ ତା'ର କଟିରେ ଏକ ଚମଡ଼ାର ପଟୁକା ବନ୍ଧା ଥିଲା।” ତା'ପରେ ଅହସିୟ କହିଲେ, “ସେ ପ୍ରକୃତରେ ତିଶ୍ବୀୟ ଏଲିୟ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା। ତହିଁରେ ସେ କହିଲେ, ସେ ତ ତିଶ୍ବୀୟ ଏଲୀୟ। Gade chapit laଓଡିଆ ବାଇବେଲ8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍ବୀୟ ଏଲୀୟ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍ବୀୟ ଏଲୀୟ।” Gade chapit la |
ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”