2 ରାଜାବଳୀ 1:9 - ପବିତ୍ର ବାଇବଲ9 ଅନନ୍ତର ଅହସିୟ ଜଣେ ଅଧିନାୟକ ଓ ପଗ୍ଭଶ୍ ଲୋକଙ୍କୁ ଏଲିୟଙ୍କ ନିକଟକୁ ପଠାଇଲେ। ଅଧିନାୟକ ଉପରକୁ ଯାଇ ଏଲିୟଙ୍କୁ ମିଶିଲେ ଯିଏ ପର୍ବତ ଉପରେ ବସିଥିଲେ ଓ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ଦୟାକରି ‘ତଳକୁ ଆସ।’” କାରଣ ରାଜା ଆପଣଙ୍କୁ ଗ୍ଭହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ତେବେ ରାଜା ତାଙ୍କ ନିକଟକୁ ଜଣେ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ସେ ତାଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତଶୃଙ୍ଗରେ ବସିଥିଲେ। ଏଥିରେ ସେ ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ। Gade chapit laଓଡିଆ ବାଇବେଲ9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’” Gade chapit la |
ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଛନ୍ତି। ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି, ଦେଶ ମଧ୍ୟରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ୟ ନାହିଁ ଯେଉଁସ୍ଥାନକୁ ମୋର ପ୍ରଭୁ ତୁମ୍ଭକୁ ଅନ୍ୱେଷଣ କରିବାକୁ ପଠାଇ ନାହାନ୍ତି। ତୁମ୍ଭକୁ ଖୋଜିବାକୁ ରାଜା ପ୍ରତ୍ୟେକ ଦେଶକୁ ଲୋକ ପଠାଇ ଅଛନ୍ତି। ସେହି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ୟ କରିଛନ୍ତି ଯେ, ସେମାନେ ତୁମ୍ଭକୁ ସେମାନଙ୍କ ଦେଶରେ ପାଇ ନାହାନ୍ତି।