Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 11:3 - ପବିତ୍ର ବାଇବଲ

3 ତା'ପରେ ଯୋୟାଶ ଓ ଯିହୋଶେବା ସଦାପ୍ରଭୁଙ୍କ ମନ୍ଦିରରେ ଛଅ ବର୍ଷ ଗୋପନରେ ରହିଲେ ଓ ସେତେବେଳେ ଅଥଲିୟା ଯିହୁଦାରେ ରାଜତ୍ୱ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।

Gade chapit la Kopi

ଓଡିଆ ବାଇବେଲ

3 ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।

Gade chapit la Kopi




2 ରାଜାବଳୀ 11:3
7 Referans Kwoze  

ଆମ୍ଭେମାନେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ଯ୍ୟ ହୁଅନ୍ତି। ସେମାନେ ପରମେଶ୍ୱରଙ୍କ ଧୈର୍ଯ୍ୟ ପରୀକ୍ଷା କରିବାକୁ ମନ୍ଦକାର୍ଯ୍ୟ କରି ଗ୍ଭଲନ୍ତି ଏବଂ ସେମାନେ କିଛି ଦଣ୍ତ ପାଆନ୍ତି ନାହିଁ।”


ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।


ଯୋୟାଶ୍ ଛଅ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ମନ୍ଦିରରେ ଯାଜକମାନଙ୍କ ସହିତ ଲୁକାୟିତ ଭାବରେ ରହିଲେ। ସେହି ସମୟରେ ଅଥଲିୟା ଦେଶରେ ରାଣୀ ଭାବରେ ରାଜତ୍ୱ କଲେ।


ମାତ୍ର ଯୋରାମଙ୍କ ରାଜକନ୍ୟା, ଅହସିୟଙ୍କର ଭଗିନୀ ଯିହୋଶେବା ଯେତେବେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲେ, ସେ ପୁତ୍ରମାନଙ୍କ ମଧ୍ୟରୁ ଯୋୟାଶକୁ ନେଇଗଲେ। ସେ ଶିଶୁ ଯୋୟାଶ ଓ ତାହାର ଧାତ୍ରୀକୁ ନେଇ ଶୟନାଗାରରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିୟାଠାରୁ ହତ ହେଲା ନାହିଁ।


ଏହା ପରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କୁ ଅଣାଇ ସେମାନଙ୍କୁ ଏକତ୍ରିତ କରି ସଦାପ୍ରଭୁଙ୍କ ମନ୍ଦିରକୁ ଆପଣା ନିକଟକୁ ନେଲା, ଆଉ ସେ ସେମାନଙ୍କ ସହିତ ଏକ ଚୁକ୍ତି କରାଇଲା ଓ ସଦାପ୍ରଭୁଙ୍କ ମନ୍ଦିରରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ର ଯୋୟାଶକୁ ଦେଖାଇଲା।


ସେହି ସ୍ତ୍ରୀଲୋକ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ତାଙ୍କ ମାତା ଦେଖିଲେ ତାଙ୍କର ସେହି ପୁତ୍ର ବହୁତ ସୁନ୍ଦର ହୋଇଛି। ତେଣୁ ସେ ତାକୁ ତିନି ମାସ କାଳ ଲୁଗ୍ଭଇ ରଖିଲେ।


ଅବୀମେଲକ୍ ନିଜର ପିତୃଗୃହ ଅଫ୍ରାକୁ ଗଲା। ସେ ତା'ର ସତୁରି ଜଣ ଭାଇମାନଙ୍କୁ ସେଠାରେ ଗୋଟିଏ ପଥରରେ ହତ୍ୟା କଲା। କିନ୍ତୁ ଯିରୁବ୍ବା‌ଲ୍‌ର କନିଷ୍ଠ ପୁତ୍ର ନିଜକୁ ଲୁଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା।


Swiv nou:

Piblisite


Piblisite