Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 13:2 - ପବିତ୍ର ବାଇବଲ

2 ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କଲେ। ନବାଟଙ୍କ ପୁତ୍ର ଯାରବିୟାମଙ୍କର ପାପକୁ ସେ ଅନୁସରଣ କଲେ, ଯାହା ସେ ଇସ୍ରାଏଲୀୟମାନଙ୍କୁ କରାଇଲେ। ସେ ପାପଗାମୀ ହେଲେ ଓ ସେଥିରୁ ବିମୂଖ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ସେ ତହିଁରୁ ବିମୁଖ ହେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍‍ ତହିଁରୁ ବିମୁଖ ହେଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍‍ ତହିଁରୁ ବିମୁଖ ହେଲେ ନାହିଁ।

Gade chapit la Kopi




2 ରାଜାବଳୀ 13:2
8 Referans Kwoze  

ଯାରବିୟାମ ନିଜେ ସବୁପାପ କରିଅଛି ଓ ଇସ୍ରାଏଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ପରାଜିତ କରିବାକୁ ଦେବେ।”


ଇଫ୍ରୟିମ ଦଣ୍ତିତ ହେବ। ସେ ଦ୍ରାକ୍ଷାଫଳ ପରି ଦଳି ଚକଟି ହୋଇଯିବ। କାରଣ ସେ କଳୁଷିତ ପଛରେ ଅନୁସରଣ କରିବାକୁ ସ୍ଥିର କରିଛି।


ଇସ୍ରାଏଲର ରାଜା ଯୋୟାଶ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ନବାଟଙ୍କ ପୁତ୍ର ଯାରବିୟାମ, ଇସ୍ରାଏଲୀୟମାନଙ୍କୁ ଯେଉଁ ପାପରେ ଲିପ୍ତ କରିଥିଲେ ସେହି ସମାନ ପାପ ଅନୁସରଣ କଲେ ଯିଏ ଇସ୍ରାଏଲର ପାପର କାରଣ ହେଲା।


ନବାଟଙ୍କ ପୁତ୍ର ଯାରବିୟାମଙ୍କର ପାପକୁ ଯେହୂ ସମ୍ପୂର୍ଣ୍ଣ ରୂପେ ପରିତ୍ୟାଗ କଲେ ନାହିଁ, ଯିଏ ଇସ୍ରାଏଲର ପାପ କରିବାର କାରଣ ହୋଇଥିଲା। ଯେହୂ ମଧ୍ୟ ବୈଥେଲ୍ ଓ ଦା‌ନ୍‌ରେ ଥିବା ସୂବର୍ଣ୍ଣ ବାଛୁରି ଧ୍ୱଂସ କରି ପାରିଲେ ନାହିଁ।


ଯିହୁଦାର ରାଜା ଅହସିୟଙ୍କ ପୁତ୍ର ଯୋୟାଶଙ୍କ ରାଜତ୍ୱର ତ୍ରୟବିଂଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରିୟାରେ ଇସ୍ରାଏଲ ଉପରେ ରାଜା ହେଲେ। ସେ ସତର ବର୍ଷ ରାଜତ୍ୱ କଲେ।


ତଥାପି ଇସ୍ରାଏଲୀୟମାନେ ଯାରବିୟାମ ବଂଶକୃତ ପାପ ପଥରୁ ବିମୁଖ ହେଲେ ନାହିଁ। ସେମାନେ ସେହି ପୂର୍ବପରି ପାପ କରି ଗ୍ଭଲିଲେ, ଯାହା ସେମାନେ ଇସ୍ରାଏଲୀୟମାନଙ୍କୁ ପାପ କରାଇଥିଲେ। ସେମାନେ ମଧ୍ୟ ଶମରିୟାରେ ଆଶେରା ଖମ୍ବଗୁଡ଼ିକ ରଖିଲେ।


ତଥାପି ନବା‌ଟ୍‌ଙ୍କ ପୁତ୍ର ଯାରବିୟାମ ଦ୍ୱାରା ଇସ୍ରାଏଲୀୟମାନଙ୍କୁ ଯେଉଁ ପାପରେ ଆସକ୍ତ କରାଇଥିଲେ ସେ ମଧ୍ୟ ସେହି ପାପଗୁଡ଼ିକର ଆସକ୍ତ ହେଲେ। ଯାରବିୟାମ ଏହି ପାପଗୁଡ଼ିକୁ ବନ୍ଦ କଲେ ନାହିଁ।


Swiv nou:

Piblisite


Piblisite