2 ରାଜାବଳୀ 13:3 - ପବିତ୍ର ବାଇବଲ3 ଏଥିରେ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ କ୍ରୋଧାନ୍ୱିତ ହେଲେ। ତେଣୁ ସେ ଅରାମର ରାଜା ହସାୟେଲ ଓ ତାଙ୍କର ପୁତ୍ର ବିନ୍ହଦଦ୍ ଶାସନର ଅଧୀନରେ ଇସ୍ରାଏଲକୁ ଦିର୍ଘ ସମୟ ପାଇଁ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ଵଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ। Gade chapit laଓଡିଆ ବାଇବେଲ3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ। Gade chapit la |
ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।