2 ରାଜାବଳୀ 2:1 - ପବିତ୍ର ବାଇବଲ1 ଅନନ୍ତର ସଦାପ୍ରଭୁ ଏଲିୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବାକୁ ଉଦ୍ୟତ ଥିଲେ, ଏଲିୟ ଓ ଇଲୀଶାୟ ଗିଲ୍ଗଲ୍ଠାରୁ ସେମାନଙ୍କର ରାସ୍ତାରେ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ଵର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ। Gade chapit la |
ତା'ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ଯାଅ, ପର୍ବତ ଉପରେ ମୋ’ ସମ୍ମୁଖରେ ଛିଡ଼ା ହୁଅ। ମୁଁ ତୁମ୍ଭ ପାଖ ଦେଇ ଅତିକ୍ରମ କରିବି।” ତା'ପରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।