Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:4 - ପବିତ୍ର ବାଇବଲ

4 ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ତୁମ୍ଭେ ଏଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଛନ୍ତି।” ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଯିରୀହୋକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି। ଏଥିରେ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ। ତହୁଁ ସେମାନେ ଯିରୀହୋକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।

Gade chapit la Kopi




2 ରାଜାବଳୀ 2:4
10 Referans Kwoze  

ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ଏଠାରେ ରୁହନ୍ତୁ, କାରଣ ସଦାପ୍ରଭୁ ମୋତେ ବୈଥେ‌ଲ୍‌କୁ ଯିବାକୁ କହିଛନ୍ତି।” ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ଓ ତୁମ୍ଭେ ଜୀବତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ବୈଥେ‌ଲ୍‌କୁ ଗଲେ।


ସେହି ସମୟରେ ଯିହୋଶୂୟ ଏହି ପ୍ରତିଜ୍ଞା କରିଥିଲେ, “ଯେକେହି ଯିରୀହୋ ନଗର ପୁନଃ ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ଦ୍ୱାରା ଶାପଗ୍ରସ୍ତ ହେବ, ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ।


ଏଥିରେ ବାଳକର ମା କହିଲା, “ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ଇଲୀଶାୟ ଉଠି ତାଙ୍କ ପଛେ ପଛେ ଗ୍ଭଲିଲେ।


ତାଙ୍କ ସମୟରେ ବୈଥେଲର ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ। ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦ୍ୱାରା ଯାହା କହିଥିଲେ ତାହା ହିଁ ଘଟିଲା। ଯେତେବେଳେ ସେ ନଗରରେ ଭିତ୍ତିମୂଳ ସ୍ଥାପନ କଲେ ତାଙ୍କର ପ୍ରଥମ ପୁତ୍ର ଅବୀରାମ ମଲା ଓ ଯେତେବେଳେ ନଗରର ଫାଟକ ସ୍ଥାପିତ ହେଲା। ତାଙ୍କର ସାନ ପୁତ୍ର ସଗୂବର ମୃତ୍ୟୁ ହେଲା।


ବର୍ଣ୍ଣ‌ବ୍‌‌ବା ସେଠାରେ ପହଞ୍ଚି ସେହି ଲୋକମାନଙ୍କୁ ପରମେଶ୍ୱର ଦେଇଥିବା ଆଶୀର୍ବାଦ ଦେଖି ବହୁତ ଖୁସୀ ହେଲେ। ସେ ସେମାନଙ୍କୁ ଆହୁରି ଉତ୍ସାହିତ କଲେ। ସେ ସେମାନଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣରେ ପ୍ରଭୁଙ୍କର ବାଧ୍ୟ ହୁଅ।”


ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ।


ତା'ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।


ଯିରୀହୋ ସହର ବନ୍ଦ ଥିଲା ଓ ଜଗା ହୋଇଥିଲା। ସେହି ସହରର ଲୋକମାନେ ଭୟଭୀତ ହୋଇ ଯାଇଥିଲେ। କାରଣ ଇସ୍ରାଏଲର ଲୋକମାନେ ସେହି ସହରର ନିକଟରେ ଥିଲେ, କୌଣସି ଲୋକ ସେହି ସହରର ଭିତରକୁ ପଶୁ ନ ଥିଲେ କି କେହି ମଧ୍ୟ ସହର ଭିତରୁ ବାହାରକୁ ମଧ୍ୟ ଆସୁ ନ ଥିଲେ।


କିନ୍ତୁ ଋତ କହିଲେ, “ଦୟାକରି ତୁମ୍ଭକୁ ଛାଡ଼ି ଯିବା ପାଇଁ ମୋତେ ବାଧ୍ୟ କର ନାହିଁ। ମୋର ସ୍ୱଗୃହକୁ ଫେରିଯିବା ପାଇଁ ମୋତେ କୁହ ନାହିଁ। ମୋତେ ତୁମ୍ଭ ସହିତ ଯିବାକୁ ଦିଅ। ତୁମ୍ଭେ ଯୁଆଡ଼େ ଯିବ, ମୁଁ ସେହିଆଡ଼େ ଯିବି। ତୁମ୍ଭେ ଯେଉଁଠାରେ ରହିବ ମୁଁ ସେହିଠାରେ ରହିବି। ତୁମ୍ଭର ଲୋକ ହିଁ ମୋର ଲୋକ, ତୁମ୍ଭର ସଦାପ୍ରଭୁ ହିଁ ମୋର ସଦାପ୍ରଭୁ ହେବେ।


Swiv nou:

Piblisite


Piblisite