2 ରାଜାବଳୀ 24:3 - ପବିତ୍ର ବାଇବଲ3 ମନଃଶିର ପାପ କର୍ମ ଯୋଗୁଁ ସଦାପ୍ରଭୁ ଯିହୁଦାରେ ଏହି ଘଟଣାସବୁ ଘଟିବାକୁ ଦେଲେ। ଏହିରୂପେ ସଦାପ୍ରଭୁ ସେମାନଙ୍କୁ ତାଙ୍କ ଦୃଷ୍ଟିରୁ ଦୂରେଇ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ Gade chapit laଓଡିଆ ବାଇବେଲ3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ, Gade chapit la |
ଭବିଷ୍ୟଦ୍ବକ୍ତା ଯେତେବେଳେ ଏହି କଥା କହିଲେ, ଅମତ୍ସିୟ ସେହି ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେ ରାଜାଙ୍କର ଜଣେ ପରାମର୍ଶଦାତା ନୁହଁ। ନୀରବ ରୁହ! ଯଦି ତୁମ୍ଭେ ନୀରବ ନ ରୁହ, ତେବେ ତୁମ୍ଭକୁ ହତ୍ୟା କରାଯିବ!” ଭବିଷ୍ୟଦ୍ବକ୍ତା ନୀରବ ହୋଇଗଲେ, କିନ୍ତୁ ତା'ପରେ କହିଲେ, “ପରମେଶ୍ୱର ପ୍ରକୃତରେ ତୁମ୍ଭକୁ ବିନଷ୍ଟ କରିବା ନିମନ୍ତେ ସ୍ଥିର କରିଛନ୍ତି। କାରଣ ତୁମ୍ଭେ ସେହି ମନ୍ଦକାର୍ଯ୍ୟସବୁ କଲ ଓ ମୋର ଉପଦେଶ ଶୁଣିଲ ନାହିଁ।”
ଅରାମୀୟ ସୈନ୍ୟଦଳ ନିଜ ସହିତ ଲୋକମାନଙ୍କର ଏକ କ୍ଷୁଦ୍ରଦଳକୁ ନେଇ ଆସିଥିଲେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଯିହୁଦାର ବୃହତ୍ ସୈନ୍ୟଦଳ ଉପରେ ବିଜୟଲାଭ କରିବାକୁ ଦେଲେ। ସଦାପ୍ରଭୁ ଏହିପରି କଲେ, କାରଣ ଯିହୁଦାର ଲୋକମାନେ ସେମାନଙ୍କ ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହୋଇଥିଲେ, ସେମାନେ ତାଙ୍କୁ ପରିତ୍ୟାଗ କରିଥିଲେ। ତେଣୁ ଯୋୟାଶ୍ ଦଣ୍ଡିତ ହେଲେ।
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।