Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 3:2 - ପବିତ୍ର ବାଇବଲ

2 ସେ ଏପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟ ଥିଲା। ମାତ୍ର ସେ ତାଙ୍କର ପିତା ଓ ମାତାଙ୍କ ତୁଲ୍ୟ ନ ଥିଲେ। କାରଣ ତାଙ୍କ ପିତା ନିର୍ମାଣ କରିଥିବା ବା‌ଲ୍‌‌‌ର ସ୍ତମ୍ଭଗୁଡ଼ିକୁ ଦୂର କରିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍ର ସ୍ତମ୍ଭ ଦୂର କରି ଦେଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍‍ର ସ୍ତମ୍ଭ ଦୂର କରି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍‍ର ସ୍ତମ୍ଭ ଦୂର କରିଦେଲେ।

Gade chapit la Kopi




2 ରାଜାବଳୀ 3:2
14 Referans Kwoze  

ପୁଣି ଯେହୂ ସମସ୍ତଙ୍କୁ ଏକତ୍ର କରି ସେମାନଙ୍କୁ ଡାକି କହିଲେ, “ଆହାବ ବା‌ଲ୍‌‌‌ର ଅଳ୍ପ ସେବା କଲା, ମାତ୍ର ଯେହୂ ତା'ର ବହୁତ ସେବା କରିବ।


ଆହାବ ନିଜର ପତ୍ନୀ ଈଷେବଲ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ଯେତେ ମନ୍ଦକର୍ମ କଲେ, ସେପରି ଆଉ କେହି କରି ନ ଥିଲେ।


“ତୁମ୍ଭେମାନେ ସେମାନଙ୍କ ଦେବତାଗଣଙ୍କୁ ପୂଜା କରିବ ନାହିଁ। ସେମାନଙ୍କ ସମ୍ମୁଖରେ ପ୍ରଣାମ କରିବ ନାହିଁ, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ। ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ। ସେମାନଙ୍କର ସ୍ତମ୍ଭସବୁ ଭାଙ୍ଗି ପକାଇବ।


ଆମୋନ୍ ତାଙ୍କ ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।


ମନଃଶି ଆପଣା ପୁତ୍ରକୁ ଅଗ୍ନିରେ ଉତ୍ସର୍ଗ କଲେ। ସେ ଶୁଭ ଶୁଭ କହିବାର ବିଦ୍ୟା, ଗଣକତା, ଯାଦୁବିଦ୍ୟା, ଭୂତ ପ୍ରେତ ଓ ଗୁଣୀ ଗାରେଡ଼ି କାର୍ଯ୍ୟରେ ଅଭ୍ୟସ୍ତ ହେଲେ। ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ, ଯଦ୍ଦ୍ୱାରା ସଦାପ୍ରଭୁ କ୍ରୋଧିତ ହେଲେ।


ଯେହୂ ଭିତରକୁ ଯାଇ ଭୋଜନ ପାନ କଲେ। ତା'ପରେ ସେ କହିଲେ, “ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ୟା।”


ଯୋରାମ ଯେହୂଙ୍କୁ ଦେଖି ପଗ୍ଭରିଲେ, “ହେ ଯେହୂ, ତୁମ୍ଭେ ଶାନ୍ତିର ସହିତ ଆସିଛ ତ?” ଯେହୂ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଇଷେବଲ୍ ନାନା ବ୍ୟଭିଗ୍ଭର ଓ ମାୟାବତୀ କାର୍ଯ୍ୟରେ ସଂପୃକ୍ତ ଅଛନ୍ତି, କି ଶାନ୍ତ ଏଠାରେ ଅଛି?”


ଏଲିୟ ଆହାବଙ୍କ ନିକଟକୁ ଗଲେ, ଆହାବ ଏଲିୟଙ୍କୁ କହିଲେ, “ତୁମ୍ଭେ ପୁଣି ମୋତେ ଦେଖା ଦେଲ, ତୁମ୍ଭେ ସର୍ବଦା ମୋର ବିରୁଦ୍ଧରେ ରହିଛ।” ଏଲିୟ ଉତ୍ତର କଲେ, “ହଁ, ମୁଁ ପୁଣି ତୁମ୍ଭକୁ ଦେଖାଦେଲି, ଯେହେତୁ ତୁମ୍ଭେ ଜୀବନସାରା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକର୍ମ କରି ଗ୍ଭଲିଛ।


ସିମ୍ରି ତା'ର ପାପ ପାଇଁ ମଲା। ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଗ୍ଭଲିଲେ ଓ ଯାରବିୟାମଙ୍କ ପରି ପାପ ପଥରେ ଗଲେ ଓ ସମଗ୍ର ଇସ୍ରାଏଲକୁ ପାପ କରାଇଲେ। ଫଳରେ ସମଗ୍ର ଇସ୍ରାଏଲ ପାପଗ୍ରସ୍ତ ହେଲା।


କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲ ନାହିଁ କାହିଁକି? ତୁମ୍ଭେ ଗ୍ଭହିଁଲ ସେ ଲୁଟଦ୍ରବ୍ୟ ଗୁଡ଼ିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଅଟେ।”


Swiv nou:

Piblisite


Piblisite