2 ରାଜାବଳୀ 3:4 - ପବିତ୍ର ବାଇବଲ4 ମୋୟାବର ରାଜା ମେଶା ମେଷାଧିକାରୀ ଥିଲେ। ସେ ଇସ୍ରାଏଲର ରାଜାଙ୍କୁ କରରୂପେ 100,000 ମେଷବତ୍ସର ଓ 100,000 ମେଷର ଲୋମ ପ୍ରତି ବର୍ଷ ଦେଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ। Gade chapit laଓଡିଆ ବାଇବେଲ4 ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ। Gade chapit la |
ଉଷିୟ ମରୁଭୂମି ମଧ୍ୟରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ୟ, ସେ ଅନେକ କୂପ ଖୋଳିଲେ। ପାର୍ବତ୍ୟମୟ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ୟାଞ୍ଚଳ ଓ ଉତ୍ତମ ଶସ୍ୟ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନେବା ନିମନ୍ତେ ସେ ଲୋକମାନଙ୍କୁ ନିଯୁକ୍ତ କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ।