Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:3 - ପବିତ୍ର ବାଇବଲ

3 ତା'ପରେ ଇଲୀଶାୟ କହିଲେ, “ଯାଅ, ତୁମ୍ଭର ପଡ଼ୋଶୀମାନଙ୍କଠାରୁ ଖାଲି ପାତ୍ରଗୁଡ଼ିକ ଧାର କରି ଆଣ। ସେମାନଙ୍କର ଅନେକ ଶୂନ୍ୟ ପାତ୍ର ଥିବ, ସେଗୁଡ଼ିକୁ ସବୁ ଆଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ସେ କହିଲେ, ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର ନ କର।

Gade chapit la Kopi

ଓଡିଆ ବାଇବେଲ

3 ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।

Gade chapit la Kopi




2 ରାଜାବଳୀ 4:3
8 Referans Kwoze  

ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ।


ଏପର୍ଯ୍ୟନ୍ତ ତୁମ୍ଭେ ମୋ’ ନାମରେ କିଛି ମାଗି ନାହଁ। ମାଗ, ତୁମ୍ଭେମାନେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହେବ।


ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ। ତୁମ୍ଭର ମୁଖ ବଡ଼ କରି ଖୋଲ, ଆମ୍ଭେ ଖୁଆଇ ଦେବା।


ତା'ପରେ ଇଲୀଶାୟ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ଉପତ୍ୟକାରେ ଗାତମାନ ଖୋଳ।’


ତହୁଁ ଇଲୀଶାୟ କହିଲେ, “ମୁଁ କିପରି ତୁମ୍ଭକୁ ସାହାଯ୍ୟ କରି ପାରିବି? ଏବେ କୁହ, ତୁମ୍ଭ ଘରେ କ’ଣ ଅଛି?” ତହୁଁ ସ୍ତ୍ରୀଲୋକଟି କହିଲା, “ଏକ ତୈଳ ପାତ୍ର ଛଡ଼ା ମୋର ଘରେ ଆଉ କିଛି ନାହିଁ।”


ତା'ପରେ ତୁମ୍ଭ ଘରକୁ ଯାଇ ଦ୍ୱାର ବନ୍ଦ କର। କେବଳ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ହିଁ ସେହି ଘରେ ରହିବ। ତା'ପରେ ସେହି ପାତ୍ରମାନଙ୍କରେ ତୈଳ ଢାଳିବ। ଯେଉଁ ପାତ୍ରଟି ପୂର୍ଣ୍ଣ ହେଉଛି, ତାକୁ ଅଲଗା ରଖିବ।”


“କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ। ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।


Swiv nou:

Piblisite


Piblisite