Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:5 - ପବିତ୍ର ବାଇବଲ

5 ଇଲୀଶାୟ ନିକଟରୁ ସେ ବିଧବା ସ୍ତ୍ରୀଲୋକଟି ନିଜ ଘରକୁ ଆସି ଘରର ଦ୍ୱାର ବନ୍ଦ କଲା। ଘର ଭିତରେ ସେ ଓ ତା'ର ଦୁଇପୁତ୍ର ମାତ୍ର ରହିଲେ। ତା'ର ପୁତ୍ରମାନେ ପାତ୍ରଗୁଡ଼ିକୁ ଆଣିଲେ ଓ ସେ ସେଥିରେ ତୈଳ ଢାଳିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସେ ସ୍ତ୍ରୀ ତାଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ଵାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।

Gade chapit la Kopi




2 ରାଜାବଳୀ 4:5
6 Referans Kwoze  

ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଗ୍ଭଲିଗଲେ। ସେ କହିଲେ “ମୁଁ ଭାବିଥିଲି ସେ ବାହାରି ଆସି ଥା’ନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମରେ ଡାକି ଥା’ନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମୋତେ ଆରୋଗ୍ୟ କରିଥା’ନ୍ତା।


ତୁମ୍ଭେ ଧନ୍ୟା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ୱାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ୱାସ କଲ।


ତା'ପରେ ତୁମ୍ଭ ଘରକୁ ଯାଇ ଦ୍ୱାର ବନ୍ଦ କର। କେବଳ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ହିଁ ସେହି ଘରେ ରହିବ। ତା'ପରେ ସେହି ପାତ୍ରମାନଙ୍କରେ ତୈଳ ଢାଳିବ। ଯେଉଁ ପାତ୍ରଟି ପୂର୍ଣ୍ଣ ହେଉଛି, ତାକୁ ଅଲଗା ରଖିବ।”


ସେ ଅନେକ ପାତ୍ର ପୂର୍ଣ୍ଣ କଲା। ଶେଷରେ ତା'ର ପୁଅମାନଙ୍କୁ କହିଲା, “ମୋତେ ଆଉ ଗୋଟିଏ ପାତ୍ର ଦିଅ।” ମାତ୍ର ପୁଅମାନଙ୍କ ମଧ୍ୟରୁ ଗୋଟିଏ ପୁଅ କହିଲା ସମସ୍ତ ପାତ୍ର ପୂର୍ଣ୍ଣ ହୋଇଅଛି, “ଆଉ କୌଣସି ପାତ୍ର ନାହିଁ।” ସେହି ସମୟରେ ସେ ପାତ୍ରରୁ ତୈଳ ବନ୍ଦ ହେଲା।


Swiv nou:

Piblisite


Piblisite