Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 7:3 - ପବିତ୍ର ବାଇବଲ

3 ସେହି ସମୟରେ ନଗରଦ୍ୱାର ପ୍ରବେଶ ସ୍ଥାନରେ ଗ୍ଭରିଜଣ କୁଷ୍ଠୀ ଥିଲେ। ସେମାନେ ପରସ୍ପରକୁ କହିଲେ, “ଆମ୍ଭେମାନେ ମୃତ୍ୟୁକୁ ଅପେକ୍ଷା କରି ଏଠାରେ କାହିଁକି ବସିଅଛୁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ସମୟରେ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?

Gade chapit la Kopi

ଓଡିଆ ବାଇବେଲ

3 ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?

Gade chapit la Kopi




2 ରାଜାବଳୀ 7:3
9 Referans Kwoze  

ଶମରିୟାରେ ଦୁର୍ଭିକ୍ଷ, ଆମ୍ଭେମାନେ ଯଦି ନଗର ଭିତରକୁ ଯିବା ତେବେ ମରିବା। ଯଦି ଏହି ସ୍ଥାନରେ ରହିବା, ତେବେ ବି ମରିବା। ତେଣୁ ଗ୍ଭଲ ଅରାମୀୟ ସୈନ୍ୟ ଶିବିରକୁ ଯିବା। ଯଦି ସେମାନେ ବଞ୍ଚାଇବେ, ତେବେ ଆମ୍ଭେ ବଞ୍ଚିବା। ଯେବେ ଆମ୍ଭକୁ ମାରିବେ, ତେବେ ଆମ୍ଭେମାନେ ମରିବା।”


ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତା'ର ପିତା ତା'ର ମୁହଁରେ ଛେପ ପକାଇଥା’ନ୍ତା, ସେ କ’ଣ ସାତ ଦିନ ଲଜ୍ଜିତା ହୋଇ ନ ଥା’ନ୍ତା? ତେଣୁ ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ, ଅନ୍ୟମାନଙ୍କଠାରୁ ରୁଦ୍ଧା ହୋଇ ରହୁ, ତା'ପରେ ସେ ଛାଉଣି ଭିତରକୁ ଆସି ପାରିବ।”


ପୁଣି ସଦାପ୍ରଭୁ କହନ୍ତି, କାହିଁକି ତୁମ୍ଭେ ଓ ତୁମ୍ଭର ଲୋକମାନେ ଯୁଦ୍ଧରେ, ଦୁର୍ଭିକ୍ଷରେ ଓ ମହାମାରୀରେ ମରିବ? ସଦାପ୍ରଭୁ କହିଲେ, ଯେଉଁମାନେ ବାବିଲୋନ ରାଜାଙ୍କର ସେବା କରନ୍ତି ନାହିଁ, ସେମାନଙ୍କ ପାଇଁ ଏହା ଘଟିବ।


“ଆମ୍ଭେମାନେ କାହିଁକି ଶାନ୍ତଭାବେ ବସିଅଛୁ? ଆସ, ଏକତ୍ରିତ ହୋଇ ଆମ୍ଭେମାନେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଗ୍ଭଲିଯିବା। ଆସ ସେହି ସ୍ଥାନରେ ଆମ୍ଭେ ମୃତ୍ୟୁବରଣ କରିବା। ଯେହେତୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେହେତୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।


ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସହିତ କଥାବାର୍ତ୍ତା କରୁଥିଲେ। ସେ ଗିହେଜୀକୁ କହିଲେ, “ମୁଁ ବିନୟ କରୁଛି, ଇଲୀଶାୟ ଯେଉଁ ମହାନ କାର୍ଯ୍ୟମାନ କରିଛନ୍ତି ମୋତେ ଜଣାଅ।”


ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ।


ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିୟମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ୟ ଶ୍ୱେତବର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।


Swiv nou:

Piblisite


Piblisite