Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 8:2 - ପବିତ୍ର ବାଇବଲ

2 ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟାନୁସାରେ ସେ ସ୍ତ୍ରୀଲୋକଟି ଆପଣା ପରିବାର ସହିତ ଯାଇ ପ୍ରବାସ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ବାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ଵରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।

Gade chapit la Kopi




2 ରାଜାବଳୀ 8:2
5 Referans Kwoze  

ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା'ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ।


ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ବା‌‌ଲ୍‌‌ହର୍ମୋନ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ସୀଦୋନୀୟ ଏବଂ ହିବ୍ବୀୟ ଲୋକମାନେ।


ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ର ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଲେ, “ତୁମ୍ଭେ ଓ ତୁମ୍ଭର ପରିବାର ଯାଇ ଅନ୍ୟ ଦେଶରେ ବାସ କରିବା ଉଚିତ୍। କାରଣ ସଦାପ୍ରଭୁ ଏହି ଦେଶରେ ଦୁର୍ଭିକ୍ଷ ପାଇଁ ଆଜ୍ଞା କରିଅଛନ୍ତି। ପୁଣି ଏହି ଦୁର୍ଭିକ୍ଷ ସାତ ବର୍ଷ ପାଇଁ ଏହି ଦେଶରେ ରହିବ।”


ପୁଣି ସାତ ବର୍ଷ ସମାପ୍ତି ପରେ ସେ ସ୍ତ୍ରୀଲୋକ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା। ଆଉ ସେ ନିଜ ଗୃହ ଓ ଜମି ଫେରି ପାଇବାକୁ ଗୁହାରି କରିବା ପାଇଁ ରାଜାଙ୍କ ନିକଟକୁ ଗଲା।


Swiv nou:

Piblisite


Piblisite