2 ରାଜାବଳୀ 8:4 - ପବିତ୍ର ବାଇବଲ4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସହିତ କଥାବାର୍ତ୍ତା କରୁଥିଲେ। ସେ ଗିହେଜୀକୁ କହିଲେ, “ମୁଁ ବିନୟ କରୁଛି, ଇଲୀଶାୟ ଯେଉଁ ମହାନ କାର୍ଯ୍ୟମାନ କରିଛନ୍ତି ମୋତେ ଜଣାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ସେହି ସମୟରେ ରାଜା ପରମେଶ୍ଵରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ। Gade chapit laଓଡିଆ ବାଇବେଲ4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।” Gade chapit la |
ରାଜା ଗୋଟିଏ ଦୂତ ଇଲୀଶାୟଙ୍କ ନିକଟକୁ ପଠାଇଲେ। ଇଲୀଶାୟ ସେତେବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସେହି ପ୍ରାଚୀନବର୍ଗଙ୍କୁ କହିଲେ, “ଏଠାକୁ ଦେଖ, ଏହି ନରହତ୍ୟାକାରୀର ପୁତ୍ର ମୋର ମୁଣ୍ତ ଛେଦନ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଗୃହରେ ପ୍ରବେଶ ନ କରାଇ ଦେବା ପାଇଁ ଦ୍ୱାରକୁ ଦୃଢ଼ ଭାବରେ ଧର। ମୁଁ ଶୁଣେ ତା’ ପ୍ରଭୁର ପଦଶବ୍ଦ ତା'ର ପଛରେ।”