୨ ପିତର 1:14 - ପବିତ୍ର ବାଇବଲ14 ମୁଁ ଜାଣେ ଯେ, ମୁଁ ଶୀଘ୍ର ମୋର ଶରୀର ତ୍ୟାଗ କରିବି। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ତାହା ଦେଖାଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ଵୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି। Gade chapit laଓଡିଆ ବାଇବେଲ14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)14 ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ସ୍ପଷ୍ଟ ସୂଚନା ପାଇଥିବା ଅନୁଯାୟୀ ଶୀଘ୍ର ଏହି ମରଶରୀର ତ୍ୟାଗ କରିବି ବୋଲି ମୁଁ ଜାଣେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି। Gade chapit la |
“ମୋର ମୃତ୍ୟୁ ସମୟ ନିକଟ ହେଲାଣି। ତୁମ୍ଭେମାନେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦେଇଛନ୍ତି। ଏବଂ ତୁମ୍ଭ ପାଇଁ କ’ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦେଇଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତୁମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକୁ ସବୁ ଦେଇଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।