୨ ପିତର 1:9 - ପବିତ୍ର ବାଇବଲ9 ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା'ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାଶୋରି ଯାଇଅଛି। Gade chapit laଓଡିଆ ବାଇବେଲ9 ମାତ୍ର ଏହି ସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)9 କିନ୍ତୁ ଏହିସବୁ ଗୁଣ ଯାହାଠାରେ ନାହିଁ, ସେ ଅନ୍ଧ ଓ ଅଦୂରଦର୍ଶୀ; ତାହାର ପୂର୍ବକୃତ ସମସ୍ତ ପାପରୁ ପରିଷ୍କୃତ ହୋଇଛି ବୋଲି ସେ ଭୁଲି ଯାଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି। Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।