୨ ପିତର 2:21 - ପବିତ୍ର ବାଇବଲ21 ଯଦି ସେମାନେ ମୂଳରୁ ଠିକ୍ ରାସ୍ତା ଜାଣି ନ ଥା’ନ୍ତେ, ସେମାନଙ୍କ ପକ୍ଷେ ଭଲ ହୋଇଥା’ନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହୋଇଥା’ନ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା। Gade chapit laଓଡିଆ ବାଇବେଲ21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା । Gade chapit laପବିତ୍ର ବାଇବଲ (CL) NT (BSI)21 ଧର୍ମପଥ ଜ୍ଞାତ ହୋଇ ସେଥିରେ ପ୍ରଦତ୍ତ ପବିତ୍ର ପବିତ୍ର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା, ବରଂ ତା’କେବେ ନ ଜାଣିବା ଅଧିକ ଭଲ ହୋଇଥାଆନ୍ତା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା। Gade chapit la |
“ସେହିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହେବା ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା’ ସମ୍ମୁଖରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତେବେ ସେ ମୃତ୍ୟୁବରଣ କରିବ ଏବଂ ତା'ର ପୁଣ୍ୟକର୍ମସବୁ ହିସାବକୁ ନିଆଯିବ ନାହିଁ। ସେ ମୃତ୍ୟୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା'ର ମୃତ୍ୟୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାୟୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ।
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।