୨ ପିତର 2:7 - ପବିତ୍ର ବାଇବଲ7 କିନ୍ତୁ ସେହି ନଗର ମଧ୍ୟରୁ ପରମେଶ୍ୱର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହେତୁ ସେ ଦୁଃଖ ପାଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ, Gade chapit laଓଡିଆ ବାଇବେଲ7 ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ, Gade chapit laପବିତ୍ର ବାଇବଲ (CL) NT (BSI)7 ଭ୍ରଷ୍ଟାଚାରୀମାନଙ୍କର ଅଧର୍ମ ଆଚରଣ ଯୋଗୁଁ ବ୍ୟଥିତ ହୋଇଥିବା ଧାର୍ମିକ ଲୋଟଙ୍କୁ ଈଶ୍ୱର ରକ୍ଷା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ, Gade chapit la |
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।