୨ ପିତର 3:14 - ପବିତ୍ର ବାଇବଲ14 ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷାରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠୋର ପରିଶ୍ରମ କର। ପରମେଶ୍ୱରଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହିସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯନି କର; Gade chapit laଓଡିଆ ବାଇବେଲ14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର; Gade chapit laପବିତ୍ର ବାଇବଲ (CL) NT (BSI)14 ଅତଏବ, ବନ୍ଧୁଗଣ, ସେହି ଦିନର ଅପେକ୍ଷା କରିବା ସମୟରେ ତୁମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ପବିତ୍ର ଓ ନର୍ଦ୍ଦୋଷ ହୋଇ ଶାନ୍ତିରେ ରହିବା ପାଇଁ ଆନ୍ତରକ ଚେଷ୍ଟା କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର; Gade chapit la |
ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। ବେଳେବେଳେ ପାଉଲଙ୍କ ପତ୍ରରେ କେତେକ କଥା ବୁଝିବା ପାଇଁ କଷ୍ଟକର ହୁଏ। କେତେଲୋକ ସେହି କଥାଗୁଡ଼ିକୁ ଭୁଲ୍ ଭାବରେ ବ୍ୟାଖ୍ୟା କରନ୍ତି। ସେମାନେ ମୂର୍ଖ ଓ ବିଶ୍ୱାସରେ ଦୁର୍ବଳ। ସେହି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ ମଧ୍ୟ ଭୁଲଭାବେ ବୁଝାଇଥା’ନ୍ତି। କିନ୍ତୁ ଏପରି କରିବା ଦ୍ୱାରା ସେମାନେ ନିଜର ଅନିଷ୍ଟ କରୁଛନ୍ତି।