Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:13 - ପବିତ୍ର ବାଇବଲ

13 ତା'ପରେ, ଦାଉଦ ସେହି ଯୁବକ ସହିତ କଥା ହେଲେ, ଯିଏ ତାଙ୍କୁ ଶାଉଲଙ୍କର ମୃତ୍ୟୁ ବିଷୟରେ କହିଥିଲା ଏବଂ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ସେ ଉତ୍ତର ଦେଲା, “ମୁଁ ଜଣେ ବିଦେଶୀର ପୁତ୍ର। ମୁଁ ଜଣେ ଅମାଲେକୀୟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ଦାଉଦ ସେହି ସମ୍ଵାଦଦାୟୀ ଯୁବାକୁ କହିଲେ, ତୁମ୍ଭେ କେଉଁ ସ୍ଥାନର ଲୋକ? ସେ ଉତ୍ତର କଲା, ମୁଁ ଜଣେ ଅମାଲେକୀୟ ବିଦେଶୀ ଲୋକର ପୁତ୍ର।

Gade chapit la Kopi

ଓଡିଆ ବାଇବେଲ

13 ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”

Gade chapit la Kopi




2 ଶାମୁୟେଲ 1:13
3 Referans Kwoze  

ଶାଉଲ ମୋତେ ପଗ୍ଭରିଲେ, ତୁମ୍ଭେ କିଏ? ମୁଁ ଉତ୍ତର ଦେଲି ମୁଁ ଜଣେ ଅମାଲେକୀୟ ଲୋକ।


ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐ‌ଣ୍‌ମି‌ସ୍‌ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ଦାଉଦ ମିଶରୀୟଙ୍କୁ ପଗ୍ଭରିଲେ, “ତୁମ୍ଭର ମାଲିକ କିଏ? ତୁମ୍ଭେ କେଉଁଠାରୁ ଆସିଛ?” ସେ କହିଲା, “ମୁଁ ଜଣେ ମିଶରୀୟ। ମୁଁ ଏକ ଅମାଲେକୀୟର ଜଣେ ଦାସ ଅଟେ। ତିନି ଦିନ ପୂର୍ବରୁ ମୁଁ ଅସୁସ୍ଥ ହୋଇଗଲି, ତେଣୁ ମୋର ପ୍ରଭୁ ମୋତେ ଛାଡ଼ି ଗ୍ଭଲିଗଲେ।


Swiv nou:

Piblisite


Piblisite