Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:18 - ପବିତ୍ର ବାଇବଲ

18 ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ, ଯିହୁଦୀୟମାନଙ୍କୁ ଉକ୍ତ ଗୀତ ଗାଇବା ପାଇଁ ଏବଂ ଶିକ୍ଷା ଦେବା ପାଇଁ ଆଦେଶ ଦେଲେ। ଏହାକୁ “ଧନୁ” କୁହାଯାଏ। ଏହା ଯାଶେର ପୁସ୍ତକରେ ଲେଖାଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖା ଅଛି।

Gade chapit la Kopi

ଓଡିଆ ବାଇବେଲ

18 ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖା ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।

Gade chapit la Kopi




2 ଶାମୁୟେଲ 1:18
4 Referans Kwoze  

ତେଣୁ ଲୋକମାନେ ଆପଣା ଶତ୍ରୁମାନଙ୍କୁ ପରାସ୍ତ ନ କରିବା ପର୍ଯ୍ୟନ୍ତ ସୂର୍ଯ୍ୟ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ଯାଶେର୍ ପୁସ୍ତକରେ ଲେଖା ଅଛି। ଆଉ ସୂର୍ଯ୍ୟ ଆକାଶର ମଝି ସ୍ଥାନରେ ସ୍ତବ୍ଧ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।


ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଛିଡ଼ା ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ରିତ କର। ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଯାବଜ୍ଜୀବନ ଆମ୍ଭକୁ ଭୟ କରିବା ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।’


“ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବ। ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।


“ହେ ଇସ୍ରାଏଲ, ତୁମ୍ଭର ସୌନ୍ଦର୍ଯ୍ୟ ତୁମ୍ଭର ପର୍ବତକୁ ଭାଙ୍ଗି ଦେଲା। ଦେଖ! କେମିତି ସେହି ବୀରଗଣଙ୍କର ପତନ ହେଲା।”


Swiv nou:

Piblisite


Piblisite