Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:19 - ପବିତ୍ର ବାଇବଲ

19 “ହେ ଇସ୍ରାଏଲ, ତୁମ୍ଭର ସୌନ୍ଦର୍ଯ୍ୟ ତୁମ୍ଭର ପର୍ବତକୁ ଭାଙ୍ଗି ଦେଲା। ଦେଖ! କେମିତି ସେହି ବୀରଗଣଙ୍କର ପତନ ହେଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ଵରୂପ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ ! ବୀରମାନେ କିପରି ପତିତ ହେଲେ !

Gade chapit la Kopi

ଓଡିଆ ବାଇବେଲ

19 “ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ ! ବୀରମାନେ କିପରି ପତିତ ହେଲେ !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 “ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!

Gade chapit la Kopi




2 ଶାମୁୟେଲ 1:19
11 Referans Kwoze  

ବୀରମାନେ ଯୁଦ୍ଧରେ ପତିତ ହେଲେ ଏବଂ ଯୁଦ୍ଧାସ୍ତ୍ରଗୁଡ଼ିକ ଧ୍ୱଂସ କରାଗଲା।”


“ବୀରମାନେ ଯୁଦ୍ଧରେ ପତିତ ହେଲେ। ଯୋନାଥନ ତୁମ୍ଭ ରାଜା ପର୍ବତରେ ହତ ହେଲେ।


ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶୋଚନୀୟ ହୋଇଅଛି, କାରଣ ଆମ୍ଭେମାନେ ପାପ କରିଅଛୁ।


ତା'ପରେ ଆମ୍ଭେ ଶୋଭା ନାମକ ଯଷ୍ଟିକୁ ନେଲୁ ଏବଂ ତାକୁ ଭାଙ୍ଗି ଦେଲୁ। ଆମ୍ଭେ ଏହା କଲୁ, ଆମ୍ଭର ଚୁକ୍ତିକୁ ଧ୍ୱଂସ କରିବା ପାଇଁ ଯାହା ଏହି ଲୋକମାନଙ୍କ ସହିତ କରିଥିଲୁ।


ତେଣୁ ବଧର ଯୋଗ୍ୟ ସେହି ମେଷପଲର ଆମ୍ଭେ ଯତ୍ନ ନେଲୁ, ଯେଉଁ ନିରୀହ ମେଷ ମରା ହେବାକୁ ଯାଉଥିଲେ, ଆମ୍ଭେ ଦୁଇଟି ଯଷ୍ଟି ନେଲୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲୁ। ଏହିପରି ଆମ୍ଭେ ମେଷପଲର ଯତ୍ନ ନେଲୁ।


ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି। ସେ ଇସ୍ରାଏଲର ଗୌରବକୁ ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି। ପୁଣି ତାଙ୍କର କ୍ରୋଧର ଦିନରେ ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି।


ସେହି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀୟ ଓ ମହାନ ହେବ। ଇସ୍ରାଏଲର ପରିବେଷ୍ଟନୀୟର ଉପଯୋଗୀ ସେମାନଙ୍କ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ୱିତ ହେବେ।


“ଶାଉଲ ଓ ଯୋନାଥନ ସେମାନଙ୍କ ଜୀବନକାଳ ମଧ୍ୟରେ ଲୋକମାନଙ୍କଠାରୁ ବହୁତ ପ୍ରେମ ପାଇଲେ। ଏପରିକି ମୃତ୍ୟୁ ସମୟରେ ମଧ୍ୟ ସେମାନେ ଅଲଗା ହେଲେ ନାହିଁ। ସେମାନେ ଉତ୍କ୍ରୋଶପକ୍ଷୀଠାରୁ ବେଗବାନ ଓ ସିଂହଠାରୁ ବଳବାନ ଥିଲେ।


ତା’ ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖରେ ରହିଯାଇଥିବା ପଦାର୍ଥଗୁଡ଼ିକ ନେବାକୁ ଆସିଲେ। ସେମାନେ ଦେଖିବାକୁ ପାଇଲେ ଯେ ଗି‌ଲ୍‌ବୋୟ ପର୍ବତ ଉପରେ ଶାଉଲ ଏବଂ ତା'ର ତିନି ପୁତ୍ର ନିହତ ହୋଇ ପଡ଼ି ରହିଛନ୍ତି।


କାରଣ ସେ ତାହାଙ୍କ ଦୃଷ୍ଟିରେ ଗ୍ଭରା ତୁଲ୍ୟ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ୟ ବଢ଼ିଲେ। ତାଙ୍କର ଐଶ୍ୱର୍ଯ୍ୟ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ଯ୍ୟ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।


Swiv nou:

Piblisite


Piblisite