2 ଶାମୁୟେଲ 1:21 - ପବିତ୍ର ବାଇବଲ21 “ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ। ଅଥବା ଉପହାରଜନକ କ୍ଷେତ୍ର ନ ହେଉ। କାରଣ ସେଠାରେ ବୀରମାନଙ୍କର ଢାଲ ଅଦରକାରୀ ପରି ଫିଙ୍ଗି ଦିଆଗଲା। ଶାଉଲଙ୍କର ଢାଲ ତୈଳରେ ଅଭିଷିକ୍ତ ହେଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା। Gade chapit laଓଡିଆ ବାଇବେଲ21 ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା। Gade chapit la |
ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ।