2 ଶାମୁୟେଲ 1:26 - ପବିତ୍ର ବାଇବଲ26 ହେ ମୋର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ଦୁଃଖ କରୁଅଛି। ମୁଁ ତୁମ୍ଭ ସହିତ ଥିବାରୁ ଆନନ୍ଦ ଉପଭୋଗ କରୁଅଛି। ମୋର ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ ଓ ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। Gade chapit laଓଡିଆ ବାଇବେଲ26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋ’ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। Gade chapit la |