Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:5 - ପବିତ୍ର ବାଇବଲ

5 ଦାଉଦ ସେହି ଯୁବ ସୈନିକକୁ ପଗ୍ଭରିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମୃତ୍ୟୁବରଣ କଲେ ବୋଲି ତୁମ୍ଭେ କିପରି ଜାଣିଲ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ଦାଉଦ ସେହି ସମ୍ଵାଦଦାୟୀ ଯୁବାକୁ କହିଲେ, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”

Gade chapit la Kopi




2 ଶାମୁୟେଲ 1:5
4 Referans Kwoze  

ବିଷୟ ଗୋପନ କରିବା ପରମେଶ୍ୱରଙ୍କ ଗୌରବ। ଏହି ବିଷୟ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।


ନିର୍ବୋଧ ଯାହାସବୁ ଶୁଣେ, ବିଶ୍ୱାସ କରେ, ମାତ୍ର ଜ୍ଞାନୀମାନେ ପ୍ରତ୍ୟେକ କଥାକୁ ଅନୁଶୀଳନ କରନ୍ତି।


ଦାଉଦ ସେହି ଲୋକଟିକୁ ପଗ୍ଭରିଲେ, “ଏ ଯୁଦ୍ଧରେ କିଏ ଜିତିଲା?” ଲୋକଟି ଉତ୍ତରରେ କହିଲା, “ଆମ୍ଭର ଲୋକମାନେ ଯୁଦ୍ଧ କ୍ଷେତ୍ରରୁ ପଳାୟନ କଲେ, ବହୁତ ଲୋକ ଯୁଦ୍ଧରେ ମୃତ୍ୟୁବରଣ କଲେ, ଏପରିକି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମୃତ୍ୟୁବରଣ କଲେ।”


ଯୁବକ ଜଣକ କହିଲା, “ମୁଁ ଯେତେବେଳେ ଗି‌ଲ୍‌ବୋୟ ପର୍ବତ ଉପରେ ଥିଲି, ମୁଁ ଦେଖିଲି, ଶାଉଲ ନିଜର ବର୍ଚ୍ଛା ଉପରେ ଆଉଜିଛନ୍ତି ଏବଂ ପଲେଷ୍ଟୀୟ ରଥସବୁ ଓ ଅଶ୍ୱାରୋହୀମାନେ ତାଙ୍କର ପାଖକୁ ଆସୁଛନ୍ତି।”


Swiv nou:

Piblisite


Piblisite