Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:8 - ପବିତ୍ର ବାଇବଲ

8 ଶାଉଲ ମୋତେ ପଗ୍ଭରିଲେ, ତୁମ୍ଭେ କିଏ? ମୁଁ ଉତ୍ତର ଦେଲି ମୁଁ ଜଣେ ଅମାଲେକୀୟ ଲୋକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେଣୁ ସେ ମୋତେ କହିଲେ, ତୁମ୍ଭେ କିଏ? ମୁଁ ଉତ୍ତର କଲି, ମୁଁ ଜଣେ ଅମାଲେକୀୟ ଲୋକ।

Gade chapit la Kopi

ଓଡିଆ ବାଇବେଲ

8 ତେଣୁ ସେ ମୋତେ କହିଲେ, “ତୁମ୍ଭେ କିଏ ?” ମୁଁ ଉତ୍ତର କଲି, “ମୁଁ ଜଣେ ଅମାଲେକୀୟ ଲୋକ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’

Gade chapit la Kopi




2 ଶାମୁୟେଲ 1:8
12 Referans Kwoze  

ଦାଉଦ ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ବଧ କଲେ। ସେମାନେ ସୂର୍ଯ୍ୟୋଦୟରୁ ପରଦିନ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ସେମାନଙ୍କ ସହିତ ଯୁଦ୍ଧ କଲେ। ଯେଉଁ 400 ଲୋକ ଓଟ ଚଢ଼ିଲେ ଏବଂ ପଳାଇଲେ ସେହି ଅମାଲେକୀୟ ବ୍ୟତୀତ କେହି ରକ୍ଷା ପାଇଲେ ନାହିଁ।


ଦାଉଦ ମିଶରୀୟଙ୍କୁ ପଗ୍ଭରିଲେ, “ତୁମ୍ଭର ମାଲିକ କିଏ? ତୁମ୍ଭେ କେଉଁଠାରୁ ଆସିଛ?” ସେ କହିଲା, “ମୁଁ ଜଣେ ମିଶରୀୟ। ମୁଁ ଏକ ଅମାଲେକୀୟର ଜଣେ ଦାସ ଅଟେ। ତିନି ଦିନ ପୂର୍ବରୁ ମୁଁ ଅସୁସ୍ଥ ହୋଇଗଲି, ତେଣୁ ମୋର ପ୍ରଭୁ ମୋତେ ଛାଡ଼ି ଗ୍ଭଲିଗଲେ।


ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଳ‌ଗ୍‌ରେ ପହଞ୍ଚିଲେ। ସେମାନେ ଦେଖିଲେ ଅମାଲେକୀୟମାନେ ସିକ୍ଳଗ ଆକ୍ରମଣ କରିଥିଲେ। ଅମାଲେକୀୟ ଲୋକମାନେ ନେଗେଭ ଆକ୍ରମଣ କରି ଓ ସିକ୍ଳ‌ଗ୍‌କୁ ଆକ୍ରମଣ କରି ସହରରେ ନିଆଁ ଲଗାଇ ଦେଇଥିଲେ।


ବର୍ତ୍ତମାନ ଅମାଲେକୀୟ ବିରୁଦ୍ଧରେ ଯୁଦ୍ଧ ଘୋଷଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲେକୀୟମାନଙ୍କର ସର୍ବସ୍ୱ ଧ୍ୱଂସ କରି ପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡ଼ି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, ଛୋଟପିଲା ଏପରିକି ଶିଶୁଛୁଆକୁ ମଧ୍ୟ ହତ୍ୟା କରିବ। ଆହୁରି ମଧ୍ୟ ସେମାନଙ୍କର ଗାଈ, ମେଣ୍ଢା, ଓଟ ଓ ଗଧମାନଙ୍କୁ ହତ୍ୟା କରିବ।’”


ଦାଉଦ ଏବଂ ତାଙ୍କର ଲୋକମାନେ ଗଶୂରୀୟ, ଅମାଲେକୀୟ ଓ ଗିଷରୀୟ ଲୋକମାନଙ୍କୁ ଆକ୍ରମଣ କରୁଥା’ନ୍ତି। ଶୂରର ସନ୍ନିକଟ ଓ ମିଶର ପର୍ଯ୍ୟନ୍ତ ଯେଉଁ ଦେଶ, ସେଥି ମଧ୍ୟରୁ ପୂର୍ବକାଳରେ ସେଠାରେ ସେ ଲୋକମାନେ ବାସ କରୁଥିଲେ।


ଏହା ପରେ ସେ ଅମାଲେକ ପ୍ରତି ଦୃଷ୍ଟିକରି ଗୀତରେ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା। ମାତ୍ର ତାହା ମଧ୍ୟ ବିନଷ୍ଟ ହେବ।”


ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐ‌ଣ୍‌ମି‌ସ୍‌ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ଶାଉଲ ପଛକୁ ଗ୍ଭହିଁ ମୋତେ ଦେଖିଲେ ଓ ଡାକିଲେ, ମୁଁ ମଧ୍ୟ ଉତ୍ତର ଦେଲି।


ତା'ପରେ ଶାଉଲ କହିଲେ, ‘ତୁମ୍ଭେ ମୋତେ ହତ୍ୟା କର। କାରଣ ମୁଁ ବଡ଼ ଯନ୍ତ୍ରଣା ପାଉଛି। ତଥାପି ମୋ’ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’


ତା'ପରେ, ଦାଉଦ ସେହି ଯୁବକ ସହିତ କଥା ହେଲେ, ଯିଏ ତାଙ୍କୁ ଶାଉଲଙ୍କର ମୃତ୍ୟୁ ବିଷୟରେ କହିଥିଲା ଏବଂ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ସେ ଉତ୍ତର ଦେଲା, “ମୁଁ ଜଣେ ବିଦେଶୀର ପୁତ୍ର। ମୁଁ ଜଣେ ଅମାଲେକୀୟ।”


Swiv nou:

Piblisite


Piblisite