Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:9 - ପବିତ୍ର ବାଇବଲ

9 ତା'ପରେ ଶାଉଲ କହିଲେ, ‘ତୁମ୍ଭେ ମୋତେ ହତ୍ୟା କର। କାରଣ ମୁଁ ବଡ଼ ଯନ୍ତ୍ରଣା ପାଉଛି। ତଥାପି ମୋ’ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ ସେ ମୋତେ କହିଲେ, ବିନୟ କରୁଅଛି, ମୋʼ ନିକଟରେ ଠିଆ ହୋଇ ମୋତେ ବଧ କର, କାରଣ ମୋତେ ବଡ଼ ଯନ୍ତ୍ରଣା ଆକ୍ରା; କରିଅଛି; ତଥାପି ଏପର୍ଯ୍ୟନ୍ତ ମୋʼଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।

Gade chapit la Kopi

ଓଡିଆ ବାଇବେଲ

9 ତେବେ ସେ ମୋତେ କହିଲେ, “ବିନୟ କରୁଅଛି, ମୋ’ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋ’ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’

Gade chapit la Kopi




2 ଶାମୁୟେଲ 1:9
6 Referans Kwoze  

ଶାଉଲ ମୋତେ ପଗ୍ଭରିଲେ, ତୁମ୍ଭେ କିଏ? ମୁଁ ଉତ୍ତର ଦେଲି ମୁଁ ଜଣେ ଅମାଲେକୀୟ ଲୋକ।


ସେ ଗଭୀର ଭାବରେ ଆହତ ହୋଇଥିଲେ। ମୁଁ ଜାଣିଲି ସେ ବଞ୍ଚିବେ ନାହିଁ, ତେଣୁ ମୁଁ ତାଙ୍କୁ ମାରିଦେଲି, ତା'ପରେ ମୁଁ ତାଙ୍କ ମୁଣ୍ଡରୁ ମୁକୁଟ ଓ ବାହୁରୁ ବାଜୁ କାଢ଼ିଲି, ଏବଂ ମୁଁ ମୋର ପ୍ରଭୁଙ୍କ ନିକଟକୁ ନେଇ ଆସିଲି।”


ତେଣୁ ସେ ତାଙ୍କର ଅସ୍ତ୍ରବାହକ ଯୁବକକୁ ଡାକି କହିଲା, “ସଙ୍ଗେ ସଙ୍ଗେ ତୁମ୍ଭର ‌‌ଖ‌ଡ଼୍‌ଗ ବାହାର କରି ମୋତେ ହତ୍ୟା କର। ଯେଉଁଥିପାଇଁ କେହି କହିବେ ନାହିଁ, ‘ଜଣେ ସ୍ତ୍ରୀ ଅବୀମେଲକକୁ ହତ୍ୟା କଲା।’” ତେଣୁ ତା'ର ଗ୍ଭକର ତାଙ୍କୁ ଭୁଷି ଦିଅନ୍ତେ, ମଲା।


ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।


ଏହା ପରେ ଶାଉଲ ନିଜର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ‌‌ଖ‌ଡ଼୍‌ଗ ବାହାର କର ଓ ମୋତେ ସେଥିରେ ବଧ କର। ତେବେ ସେହି ଅସୁନ୍ନତ ବିଦେଶୀମାନେ ଆସି ମୋର ଉପହାସ କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କ ଅସ୍ତ୍ରବାହକ ଭୟ କଲା। ସେ ଶାଉଲଙ୍କୁ ବଧ କଲା ନାହିଁ। ତେଣୁ ଶାଉଲ ନିଜ ‌‌ଖ‌ଡ଼୍‌ଗ ଉପରେ ପଡ଼ିଯାଇ ନିଜକୁ ବଧ କଲେ।


ସେହି ସମୟରେ ଲୋକମାନେ ମରଣ ଗ୍ଭହିଁବେ, କିନ୍ତୁ ମରିପାରିବେ ନାହିଁ। ମରଣ ଖୋଜିବା ସତ୍ତ୍ୱେ ମରଣ ସେମାନଙ୍କୁ ମିଳିବ ନାହିଁ।


Swiv nou:

Piblisite


Piblisite